ଆଜିର ରାଶିଫଳ 16 ଏପ୍ରିଲ ମଙ୍ଗଳବାର 2024 ,କେମିତି କଟିବ ଆଜିର ଦିନ

ମେଷ ରାଶି – କର୍ମକ୍ଷେତ୍ରରେ ଶୁଭଫଳ ପାଇବେ । ବ୍ୟବସାୟରେ ଭଲ ଲାଭ ପାଇବେ । ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖା ଦେଇ ପାରେ । ସତର୍କ ରୁହନ୍ତୁ । ଭବିଷ୍ୟତ ପାଇଁ ଅର୍ଥ ସଞ୍ଜୟ କରନ୍ତୁ । ପରିବାରର ସହଯୋଗ ମିଳିବ । ବୈବାହିକ ଜୀବନରେ ସୁଖଦ ରହିବ । ପ୍ରେମ ସମ୍ଭନ୍ଧ ପାଇଁ ଏକ ଉତ୍ତମ ଦିନ ।

ବୃଷ ରାଶି – ଆଜି ବିଭିନ୍ନ ସମସ୍ୟାର ସମାଧାନ ହେବ । ଆୟ ତୁଳନାରେ ଦିନଟି ଭଲ ରହିବ । ନିଜ ଉପରେ ବିଶ୍ୱାସ ରଖ୍ କାର୍ଯ୍ୟ କରନ୍ତୁ । ଜୀବନ ସାଥିଙ୍କ ସହ ସମ୍ପର୍କ ଭଲ ରହିବ । ଦୂରଯାତ୍ରା କରିପାରନ୍ତି । ଅସୁସ୍ଥ ଅନୁଭବ କରିବେ । ବ୍ୟବସାୟଙ୍କ ଆୟ ବ୍ୟୟ ସମାନ ରହିବ ।

ମିଥୁନ ରାଶି – ବ୍ୟବସାୟରେ ଉନ୍ନତି ହେବ । ମୂଲ୍ୟବାନ ଦ୍ରବ୍ୟ କିଣିପାରନ୍ତି । ପରିବାରରେ ଶାନ୍ତି ବଜାୟ ରହିବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ପରିବାର ସହ ସମୟ ବିତାଇବା ପସନ୍ଦ କରିବେ । ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବା ପାଇଁ ପଡିବ ।

କର୍କଟ ରାଶି – ଦାମ୍ପତ୍ୟ ଜୀବନ ସୁଖଦ ରହିବ । ଜୀବନସାଥୀଙ୍କ ସମର୍ଥନ ମିଳିବ । ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି । ଦୂରଯାତ୍ରା କରିପାରନ୍ତି । ବନ୍ଧୁଙ୍କ ସହଯୋଗ ମିଳିବ । ଜୀବନସାଥୀଙ୍କ ସହିତ ସମୟ ବିତାଇବେ ।

ସିଂହ ରାଶି – ଘରକୁ ଅତିଥି ଆସି ପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ମିଳିବ । ବ୍ୟବସାୟରେ ଲାଭ ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି । ପୂଜାର୍ଚ୍ଚନାରେ ଅଧିକ ସମୟ ଅତିବାହିତ କରିବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ଆର୍ଥିକ ସ୍ଥିତି ଭଲ ରହିବ ।

କନ୍ୟା ରାଶି – ମାତା-ପିତାଙ୍କ ସହିତ ସମୟ ବିତାନ୍ତୁ । ବାକି ଦେଇଥିବା ଅର୍ଥ ଫେରିପାଇବେ । ବ୍ୟବସାୟରେ ଲାଭ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । କୌଣସି କାରଣରୁ ମନ ଅଶାନ୍ତ ରହିବ ।

ତୁଳା ରାଶି – ବିଭିନ୍ନ କ୍ଷେତ୍ରରୁ ନିଜ ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ ଆସିପାରେ । ଭାବୁଥିବା ବିଷୟଟାକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ପରିବାର ଭିତରେ ଭାଇଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ହେବେ । ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ ପ୍ରଶଂସିତ ହେବେ ।

ବିଛା ରାଶି – ଆପଣଙ୍କ ପାଇଁ ଆଜିର ଦିନ ମିଶ୍ରିତ ଫଳ ପ୍ରଦାନ କରିବ । ଖୁସି ଖବର ମିଳିପାରେ । ପ୍ରତ୍ୟେକ ପରିସ୍ଥିତିରେ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିବାରେ ସଫଳ ହେବେ । ପରିବାରରେ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିପାରେ । ବନ୍ଧୁଙ୍କ ନିକଟରୁ ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପଡ଼ୋଶୀଙ୍କ ସହାୟତାରେ ବାକି ପଡ଼ିଥିବା ଅର୍ଥ ଆଦାୟରେ ସକ୍ଷମ ହୋଇପାରନ୍ତି ।

ଧନୁ ରାଶି – କଠିନ ଶ୍ରମ ଓ ଭ୍ରମଣ ଯୋଗୁଁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବକରିବେ । କର୍ମକ୍ଷେତ୍ରରେ ବିଶେଷତଃ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ହଠାତ୍‌ କୌଣସି ଖବର ପାଇ ବିସ୍ମୟ ହେବେ । ବହୁତ ଦିନରୁ ଅଟକି ରହିଯାଇଥିବା କାମ ହାସଲ କରିବାରେ ସମର୍ଥ ହେବେ ।

ମକର ରାଶି – ଆର୍ଥିକ ଅବସ୍ଥା ସୁଧୁରିବ। ନିଜ ଲୋକଙ୍କ ସହିତ କୌଣସି ବିବାଦ କରନ୍ତୁ ନାହିଁ । ଏଥିନେଇ ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟୀ ମାନେ ଲାଭବାନ ହେବେ ।

କୁମ୍ଭ ରାଶି – ଆଜି ଏହି ରାଶିର କିଛି ବେରୋଜଗାର ଲୋକମାନଙ୍କ ପାଇଁ ଶୁଭ ଦିନଟିଏ । କାରଣ ଆଜି ସେମାନଙ୍କୁ ଚାକିରୀ ମିଳିପାରେ ଯାହାଦ୍ୱାରା ସେମାନଙ୍କର ଆର୍ଥିକ ଅବସ୍ଥା ସୁଧୁରିବ। ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମୀନ ରାଶି – ଆର୍ଥିକ ଅବସ୍ଥା ସୁଧୁରିବ। ନିଜ ଲୋକଙ୍କ ସହିତ କୌଣସି ବିବାଦ କରନ୍ତୁ ନାହିଁ । ଏଥିନେଇ ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟୀ ମାନେ ଲାଭବାନ ହେବେ ।

Leave a Reply

Your email address will not be published. Required fields are marked *