ଆଜିର ରାଶିଫଳ 4 ମେ ଶନିବାର 2024 ,କେମିତି କଟିବ ଆଜିର ଦିନ

ମେଷ ରାଶି – ଆର୍ଥିକ ସ୍ଥିତି ସୁଦୃଢ ହେବ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତାରେ ରହିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବାସାୟରେ ଉନ୍ନତି ହେବ । ଦୂରଯାତ୍ରା କରିପାରନ୍ତି । ପରିବାର ସହ ସମୟ ବିତାଇବା ପାଇଁ ପସନ୍ଦ କରିବେ ।

ବୃଷ ରାଶି – ଆଜିର ଦିନ ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ । ଶତ୍ରୁ ମାନେ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ । ଯାତାୟତ ସମୟରେ ସତର୍କ ରୁହନ୍ତୁ । ପାରିବାରିକ ସମସ୍ୟା ପାଇଁ ଚିନ୍ତାରେ ରହିବେ ।

ମିଥୁନ ରାଶି – ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ନୂଆ ଲକ୍ଷ ପୂରଣ କରିବା ପାଇଁ ପରିବାରର ସାହାଯ୍ୟ ସହଯୋଗ ପାଇବେ । ଅଟକି ରହିଥିବା କାର୍ଯ୍ୟ ଆଜି ପୂରଣ ହେବ । ବକୟା ଟଙ୍କା ଫେରି ପାଇବେ । ଛାତ୍ରଛାତ୍ରୀ ପାଠପଢାରେ ସମୟ ଅତିବାହିତ କରିବେ ।

କର୍କଟ ରାଶି – ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟର ଧ୍ୟାନ ରଖନ୍ତୁ ଓ ପ୍ରତ୍ୟେକ ଜିନିଷକୁ ବ୍ୟବସ୍ଥିତ ରଖନ୍ତୁ । ଧନ ପ୍ରାପ୍ତି ହେବ । ବିଦେଶ ଯାତ୍ରାର ସୁଯୋଗ ପାଇପାରନ୍ତି । କାର୍ଯ୍ୟାଳୟରେ ଉପରିସ୍ତ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ ।

ସିଂହ ରାଶି – ରାଜନୀତି କ୍ଷେତ୍ରରେ ସୁଫଳ ପାଇବେ । ସାମାଜିକ ପତିଆରା ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନେ ସୁନାମ ଅର୍ଜନ କରିବେ । ନୂଆ ଯାନବାହନ କିଣିବାରେ ସମସ୍ୟା ସୃଷ୍ଟି ହୋଇ ପାରେ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ ।

କନ୍ୟା ରାଶି – ଆଜିର ଦିନଟି ଭଲରେ କଟିବ । ପରିବାର ସହ ସମୟ ବିତାଇବେ । ଭାଇ ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଉତ୍ତମ ହେବ । ଘରୋଇ ବିବାଦରୁ ଦୂରାଇ ରୁହନ୍ତୁ । କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଚିନ୍ତାରେ ରହିପାରନ୍ତି । ଛୋଟପିଲାଙ୍କ ପାଇଁ ଦିନଟି ଅତ୍ୟନ୍ତ ଭଲ ରହିବ ।

ତୁଳା ରାଶି – ପରିବାର ଚିନ୍ତାରେ ମନ ଭାରାକ୍ରାନ୍ତ ହେବ । ଛାତ୍ରଛାତ୍ରୀ ପାଠପଢାରେ ମନ ଲଗାଇବେ । କୌଣସି କାରଣରୁ ଦୂରଯାତ୍ରା କରିପାରନ୍ତି । ଭବିଷ୍ୟତ ପାଇଁ ସଞ୍ଚୟ କରନ୍ତୁ । ସ୍ୟାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।

ବିଛା ରାଶି – ଆଜି ଆପଣଙ୍କ ଦିନଟି ମିଶ୍ରିତ ଫଳ ଦେବ । ନିଜ ଭବିଷ୍ୟତ ପାଇଁ ବା କ୍ୟାରିୟର ପାଇଁ କୌଣସି ବଡ଼ ପଦକ୍ଷପ ନେଇ ପାରନ୍ତି । ପରିବାର ସହ ସମୟ ବିତାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ଆଜି କୌଣସି ଶୁଭ ସମ୍ବାଦ ପାଇପାରନ୍ତି । ଧନ ପ୍ରାପ୍ତ ହେବାର ସମ୍ଭାବନା ରହିଛି ।

ଧନୁ ରାଶି – କର୍ମକ୍ଷେତ୍ରରେ ଅନେକ ଦିନରୁ ଆଶା ପୂରଣ ହେବ । ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନେ ଅନୁକୂଳ ପରିଣାମ ପାଇବେ । ଜୀବନସାଥୀଙ୍କ ସହ କୌଣସି କାରଣରୁ ମତଭେଦ ହୋଇପାରେ ।

କୁମ୍ଭ ରାଶି – କାର୍ଯ୍ୟରେ ସଫଳତା ମିଳିବ । ଅଫିସ ପରିସ୍ଥିତିକୁ ନେଇ ଚିନ୍ତାରେ ରହିବେ । ରାସ୍ତାଘାଟରେ ସତର୍କ ହୋଇ ଯିବା ଆସିବା କରନ୍ତୁ । ପାରିବାରିକ ଜୀବନ ସୁଖମୟ ହେବ ।

ମୀନ ରାଶି – ରାଜନୀତି କ୍ଷେତ୍ରରେ ଜଶମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରଚୁର ଅର୍ଥ ଲାଭ କରିପାରନ୍ତି । ଉଚ୍ଚ ଆଶା ପୂରଣ ହେବ । ବୈବାହିକ ଜୀବନ ସୁଖମୟ ହେବ ।

Leave a Reply

Your email address will not be published. Required fields are marked *