ଆଜିର ରାଶିଫଳ 2023 ଅଗଷ୍ଟ 1 ମଙ୍ଗଳବାର ,କେମିତି କଟିବ ଆଜିର ଦିନ

ମେଷ ରାଶି-ପାରିବାରିକ ବୁଝାବଣା ରହିବ । ରାଜନୈତିକ କ୍ଷେତ୍ରରେ ଶୁଭଖବର ମିଳିବା ସହ ମନ ଖୁସି ରହିବ । ଧନ ଲାଭ ହେବ । ସତର୍କ ରୁହନ୍ତୁ । ଶତ୍ରୁ ବୃଦ୍ଧି ପାଇପାରନ୍ତି । ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିପାରନ୍ତି ।

ବୃଷ ରାଶି -କୋର୍ଟ ମାମଲେରା ସଫଳତା ମିଳିବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । କର୍ମକ୍ଷେତ୍ରରେ ସଫଳତା ମିଳିବା ସହ ଦକ୍ଷତା ବୃଦ୍ଧି ପାଇବ । ବିଭିନ୍ନ ସମସ୍ୟାରୁ ମୁକ୍ତ ହେବେ ।

ମିଥୁନ ରାଶି -ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବା ଲାଗି ମନ ବଳାଇବେ । ଜୀବନରେ କିଛି ନୂଆ ସଂକେତ ମିଳିପାରେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ନୂଆ ବନ୍ଧୁ ହେବେ । ରାଜନିତିରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ବ୍ୟବସାୟୀ ମାନେ ନୂଆ ବ୍ୟବସାୟ ଆରମ୍ଭ କରିପାରନ୍ତି ।

କର୍କଟ ରାଶି -ପ୍ରେମିକା-ପ୍ରେମିକ ମାନଙ୍କୁ ପ୍ରେମ କ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ କ୍ଷେତ୍ରରେ ଲାଭବାନ ହେବେ । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଚାକିରିକୁ ନେଇ ମନ ଅସ୍ଥିର ରହିବ । ନିଜ କ୍ରୋଧକୁ ପାଇଁ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇପାରେ । ଦୀର୍ଘଦିନ ହେବା ଲାଗିରହିଥିବା ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ ।

ସିଂହ ରାଶି -ଆଜି ଆପଣଙ୍କୁ ବ୍ୟବସାୟରେ ସାମାନ୍ୟ କ୍ଷତି ସହିବା ପାଇଁ ପଡିପାରେ । ଶୁଭ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ପୂଜାର୍ଚ୍ଚନା କରନ୍ତୁ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ ।

କନ୍ୟା ରାଶି -ଆଜି ସାମାନ୍ୟ ପାରିବାରିକ ସମସ୍ୟା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ବଢିଯାଇ ପାରେ । ଗୁପ୍ତଶତ୍ରୁ ବୃଦ୍ଧି ପାଇବେ । ଦୂରଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ । ମନ ଚଳଚଞ୍ଚଳ ରହିବ ।

ବିଛା ରାଶି -ଆଜି ଆପଣଙ୍କ ପାଇଁ ଉତ୍ତମ ଦିନଟିଏ । ଧର୍ଯ୍ୟ ରଖି କାର୍ଯ୍ୟ କଲେ ଶୁଭଫଳ ପାଇବେ । ବ୍ୟବସାୟରେ ଅତ୍ୟନ୍ତ ଲାଭ ମିଳିବ । ପୂଜାପାଠରେ ସମୟ ବିତାଇବେ । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ । ଆୟ ଭଲ ରହିବ । ବ୍ୟବସାୟରେ ମଧ୍ୟ ଉନ୍ନତି ହେବ । ନୂଆ ଜମି, ବାହନ କ୍ରୟ କରି ପାରନ୍ତି । ବନ୍ଧୁଙ୍କ ସାହାଯ୍ୟ ପାଇବେ । ମନ ଭଲ ରହିବ ।

ଧନୁ ରାଶି -ଆପଣଙ୍କ ଦାମ୍ପତ୍ୟ ଜୀବନକୁ ସୁଖମୟ କରିପାରେ । ସୁସ୍ୱାଦୁ ଭୋଜନ , ଶାନ୍ତ ମନ ଏବଂ ସାମାଜିକ ପ୍ରତିଷ୍ଠା ଆପଣଙ୍କ ମୁଖରେ ହସ ଫୁଟାଇବ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ଓ ସାଙ୍ଗଠନିକ ସ୍ଥିତିି ସୁଦୃଢ଼ ହୋଇପାରିବ।

ମକର ରାଶି -ଅଟକି ରହିଥିବା କାର୍ଯ୍ୟ ସମାପ୍ତ କରିବାର ସମୟ । ରାଜନୈତିକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ ।

କୁମ୍ଭ ରାଶି -କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ । ଧନଲାଭର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ଆଜି କିଛି ଦାନ-ପୁଣ୍ୟ କରନ୍ତୁ ମାନସିକ ଶାନ୍ତି ମିଳିବ । ଆପଣ କମ୍ ପରିଶ୍ରମରେ ସଫଳତା ପାଇବେ ।

ମୀନ ରାଶି -କାମକାର୍ଯ୍ୟରେ ଆପଣ ବହୁତ ଲାଭ ପାଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇବେ । ବ୍ୟବସାୟରେ ଲାଭ ମିଳିବାର ସମୟ । ଦୂରଯାତ୍ରା କରିବାର ଯୋଜନା କରିପାରନ୍ତି ।

Leave a Reply

Your email address will not be published. Required fields are marked *