ଆଜିର ରାଶିଫଳ 2023 ଅଗଷ୍ଟ 6 ରବିବାର ,କେମିତି କଟିବ ଆଜିର ଦିନ

ମେଷ ରାଶି -ବ୍ୟବସାୟୀଙ୍କ ଆୟ ବୃଦ୍ଧି ହେବ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ମନ ଭଲ ରହିବ ପ୍ରେମରେ ସଫଳତା ମିଳିବ ଆୟ ତୁଳନା ବ୍ୟୟ କରନ୍ତୁ । ଭବିଷ୍ୟତକୁ ନେଇ ଯୋଜନା ପ୍ରସ୍ତୁତ କରିବେ ।ଦୂର ସ୍ଥାନକୁ ଯାତ୍ରା କରିବା ସମୟରେ ଟିକେ ସାବଧାନ ହୋଇ ଗାଡ଼ି ଚଲାଇବେ କିନ୍ତୁ ନିଜର ଦକ୍ଷତା ଓ ସହନ ଶିଳତା ଯୋଗୁ ଆପଣ ସବୁଥିରୁ ସଫଳ ପାଇବେ |

ବୃଷ ରାଶି -ଆଜିର ଦିନ ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ । ଶତ୍ରୁ ମାନେ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ । ଯାତାୟତ ସମୟରେ ସତର୍କ ରୁହନ୍ତୁ । ପାରିବାରିକ ସମସ୍ୟା ପାଇଁ ଚିନ୍ତାରେ ରହିବେ ।କୌଣସି କାର୍ଯ୍ୟ ଆରମ୍ଭ କରିବା ପୁର୍ବରୀ ଠାକୁରଙ୍କ ଆଶୀର୍ବାଦ ନେଇ ଆରମ୍ଭ କରନ୍ତୁ |

ମିଥୁନ ରାଶି – ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ନୂଆ ଲକ୍ଷ ପୂରଣ କରିବା ପାଇଁ ପରିବାରର ସାହାଯ୍ୟ ସହଯୋଗ ପାଇବେ । ଅଟକି ରହିଥିବା କାର୍ଯ୍ୟ ଆଜି ପୂରଣ ହେବ । ବକୟା ଟଙ୍କା ଫେରି ପାଇବେ । ଛାତ୍ରଛାତ୍ରୀ ପାଠପଢାରେ ସମୟ ଅତିବାହିତ କରିବେ ।

କର୍କଟ ରାଶି – ଦୂରଯାତ୍ରା କରିପାରନ୍ତି । ମନ ଭଲ ରହିବ । ପ୍ରିୟ ଲୋକଙ୍କ ସହ ଦେଖା ହୋଇପାରେ । ପରିବାର ସହ ସମୟ ବିତାଇବେ । କାର୍ଯ୍ୟରେ ବ୍ୟସ୍ତ ରହିବେ । ବନ୍ଧୁଙ୍କ ସହଯୋଗ ମିଳିବ ।

ସିଂହ ରାଶି -କିଛି ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନ ସୁଖମୟ ହେବ । ଦୁର୍ଘଟଣା ଘଟିପାରେ ସତର୍କ ରୁହନ୍ତୁ । କିଛି କଥାକୁ ନେି ଚିନ୍ତାରେ ରହିବେ । ପୂଜାପାଠରେ ସମୟ ବିତିବ ।

କନ୍ୟା ରାଶି – ଆଜି ସାମାନ୍ୟ ପାରିବାରିକ ସମସ୍ୟା ଦେଖାଦେଇପାରେ । ଆୟ ତୁଳନାରେ ବ୍ୟୟ ବଢିଯାଇ ପାରେ । ଗୁପ୍ତଶତ୍ରୁ ବୃଦ୍ଧି ପାଇବେ । ଦୂରଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ । ମନ ଚଳଚଞ୍ଚଳ ରହିବ ।

ତୁଳା ରାଶି – ଆଜି ଆପଣଙ୍କ ପାଇଁ ଉତ୍ତମ ଦିନଟିଏ । ଧର୍ଯ୍ୟ ରଖି କାର୍ଯ୍ୟ କଲେ ଶୁଭଫଳ ପାଇବେ । ବ୍ୟବସାୟରେ ଅତ୍ୟନ୍ତ ଲାଭ ମିଳିବ । ପୂଜାପାଠରେ ସମୟ ବିତାଇବେ । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦିଅନ୍ତୁ । ଆୟ ଭଲ ରହିବ । ବ୍ୟବସାୟରେ ମଧ୍ୟ ଉନ୍ନତି ହେବ । ନୂଆ ଜମି, ବାହନ କ୍ରୟ କରି ପାରନ୍ତି । ବନ୍ଧୁଙ୍କ ସାହାଯ୍ୟ ପାଇବେ । ମନ ଭଲ ରହିବ ।

ବିଛା ରାଶି -ଦାନଧମିକୁ ଜୀବନର ଶ୍ରେଷ୍ଠ କମ ଭାବେ ବିବେଚିତ କରିପାରନ୍ତି। ଶୋଭନ ବ୍ୟକ୍ତିତ୍ଵସମ୍ପନ୍ନ ହେବେ । ସୁସ୍ସ ରହିବେ । ବିଛା ଜଳଯାତ୍ରା ନ କରିବା ଭଲ । ସେବା ଓ ପରୋପକାରକୁ ଜୀବନର ବ୍ରତଭାବେ ଗ୍ରହଣ କରିବେ ।

ଧନୁ ରାଶି – ଆତ୍ମବିଶ୍ଵାସୀ ହେବେ। ଭାଷା ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନକୁ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ଵାନ୍‌ ହୋଇପାରନ୍ତି । ପ୍ରତି କ୍ଷେତ୍ରରେ ବିଜୟୀ ହେବେ ।
ମକର ରାଶି – ଭାଗ୍ୟର ପରିବର୍ତନ ଘଟିପାରେ । ଶୋଭନ ବ୍ୟକ୍ତିତ୍ଵସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ବନ୍ଧୁ ସହାୟତା ପାଇବେ ।

କୁମ୍ଭ ରାଶି – ଶ୍ରୀଚନ୍ଦ୍ର ଭୋଗ ହେଉଥୁବାରୁ ଆୟ ଆଶାନୂରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଏଶ୍ଵଯ୍ା ପ୍ରାପ୍ତିର ସୂଚନା ମିଳୁଛି। ମାଲିମେକଦ୍ଦମାରେ ବିଜୟୀ ହେବେ । ସଂଗ୍ରାମୀ ହେବେ ।

ମୀନ ରାଶି – କର୍ମଚଞ୍ଚଳ ରହିବେ । ଏକାନ୍ତ ସାଧନାରେ ସିଵିପ୍ରାପ୍ତ ହୋଇପାରନ୍ତି। ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବାକୁ ପଶ୍ଚାତ୍‌ପଦ ହେବେନାହିଁ।

Leave a Reply

Your email address will not be published. Required fields are marked *