ନମସ୍କାର ଦର୍ଶକବନ୍ଧୁ ବର୍ତ୍ତମାନର ବଡ଼ ଖବର ଯାହାକି ପାଣିପାଗକୁ ନେଇ ଆସିଲା ବହୁତ ବଡ଼ ସୂଚନା ରାଜ୍ୟରେ ପ୍ରବଳ ବର୍ଷା ଜାରି ଆସନ୍ତା 5 ଦିନ ମଧ୍ୟରେ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ |ତେବେ ଆସନ୍ତା ପାଞ୍ଚ ଦିନ ମଧ୍ୟରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ |ମୌସୁମୀର ନିମ୍ନ ଚାପରେଖା ସକ୍ରିୟ ରହିଥିବା ବେଳେ ବିହାର ଏବଂ ତାହାର ପାଖା ପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାର 6 ଟି ଜିଲ୍ଲାରେ ସତର୍କ ସୂଚନା ଦିଆଯାଇଛି |
ଅନ୍ୟପଟେ ଆସନ୍ତା 14 ରୁ 17 ତାରିକ ଯାଏ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ |ତେବେ ରାଜ୍ୟରେ ପୁଣି ବଡ଼ ବର୍ଷାର ସମ୍ଭାବନା ଆସନ୍ତା 14 ରୁ 17 ତାରିକ ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି |ପ୍ରବାହିତ ହୋଇଥିବା ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲ୍ଲା |
13 ତାରିକରେ ଗାଙ୍ଗେୟ ଉପତ୍ୟକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୁର୍ଣ୍ଣି ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ |ଲଘୁଚାପରେ ପରିଣତ ନହେଲେ ବି ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ଶରତ ସାହୁ |
କିଛି ସ୍ଥାନ 70 ରୁ 200 କିଲୋମିଟର ବେଗରେ ପବନ ବହିପାରେ ସେପଟେ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ଜାରି ରହିଛି |ତେବେ ଆଜି ଘଡ଼ଘଡ଼ି ସହିତ ବର୍ଷା ନେଇ ଆଜି ଘଡ଼ଘଡ଼ି ବର୍ଷା ସହିତ ମୟୁରଭଞ୍ଜ ,ବାଲେଶ୍ୱର ,ଭଦ୍ରକ ,କେନ୍ଦ୍ରାପଡା ,ଗଜପତି ,ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ସହିତ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି |