ନମସ୍କାର ଦର୍ଶକବନ୍ଧୁ ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା ତେବେ ଆଜି ରାତି ସୁଦ୍ଧା 10 ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ତେବେ ଆଜି ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା ତେବେ ଆସନ୍ତୁ କଣ ରହିଛି ପାଣିପାଗର ତାଜା ଅପଡେଟ ନିହାତି ଭାବରେ ଜାଣିବା |ଆଜି 10 ଟି ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା ସତର୍କ କଲା ପାଣିପାଗ ବିଭାଗ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଜାରି ହୋଇଛି |ଆଜି ମଧ୍ୟ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଉପରେ ପୂର୍ବାନୁମାନ କରାଯାଇଛି |
ଆଜି ଦଶଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଏହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼ ,ଝାରସୁଗୁଡ଼ା ,ବରଗଡ଼ ,ସମ୍ବଲପୁର ,ଦେବଗଡ଼ ,ଅନୁଗୁଳ ,କେଉଁଝର ,ମୟୁରଭଞ୍ଜ ,,କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି |ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଧୀରେ ଧୀରେ ଦୁର୍ବଳ ହୋଇଛି |
ଆଜି 10 ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ସହିତ ସତର୍କତା ଜାରି କରିଛି ପାଣିପାଗ ବିଭାଗ ଭୁବନେଶ୍ୱର ଏବଂ ତାର ଆଖ ପାଖ ଅଞ୍ଚଳରେ ବର୍ଷା ସମ୍ଭବନା ରହିଛି |ଗତ 6 ଦିନରେ ରାଜ୍ୟରେ ଭଲ ବର୍ଷା ରେକର୍ଡ ହୋଇଛି 1 ରୁ 7 ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ 84.6 ମିଲିମିଟର ବର୍ଷା ରେକର୍ଡ ହୋଇଛି ଯାହାକି ସ୍ୱାଭାବିକ ବର୍ଷା 70.4 ମିଲିମିଟର ତୁଳନାରେ କୋଡିଏ ପ୍ରତିଶତ ଅଧିକ |
ତେବେ 12 ତାରିକରେ ଆସୁଛି ପୁଣି ଏକ ନୂଆ ଲଘୁଚାପ ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ |ଆଞ୍ଚଳିକ ପାଣିପାଗ ପକ୍ଷରୁ ପୂର୍ବାନୁମାନ ହୋଇଛି ତେବେ 9 ରୁ 11 ତାରିକ ପର୍ଯ୍ୟନ୍ତ ରାଜ୍ୟରେ ମୌସୁମୀ ପ୍ରଭାବରେ |
ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ |ବର୍ଷା ହେଲେ ମଧ୍ୟ ଗରମ ଗୁଳୁଗୁଳି ଜାରି ରହିବ ଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ଦିନ ଧରି ବର୍ଷା ଲାଗି ରହିଥିବା ବେଳେ ଆଜି ରାତିରେ ଏହି ଜିଲ୍ଲାରେ ପ୍ରବଳ ବର୍ଷା ହେବ |