ଆଜିର ରାଶିଫଳ 2023 ସେପ୍ଟେମ୍ବର 10 ରବିବାର ,କେମିତି କଟିବ ଆଜିର ଦିନ

ମେଷ ରାଶି -ଘରକୁ ଅତିଥି ଆସି ପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ମିଳିବ । ବ୍ୟବସାୟରେ ଲାଭ ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି । ପୂଜାର୍ଚ୍ଚନାରେ ଅଧିକ ସମୟ ଅତିବାହିତ କରିବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ଆର୍ଥିକ ସ୍ଥିତି ଭଲ ରହିବ ।

ବୃଷ ରାଶି -ବ୍ୟବସାୟରେ ଲାଭ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । କୌଣସି କାରଣରୁ ମନ ଅଶାନ୍ତ ରହିବ ।ଆଜି ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ । ଅସୁବିଧାରେ ପଡିପାରନ୍ତି

ମିଥୁନ ରାଶି -ଏଥିନେଇ ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟୀ ମାନେ ଲାଭବାନ ହେବେ ।

କର୍କଟ ରାଶି -କାରଣ ଆଜି ସେମାନଙ୍କୁ ଚାକିରି ମିଳିପାରେ ଯାହାଦ୍ୱାରା ସେମାନଙ୍କର ଆର୍ଥିକ ଅବସ୍ଥା ସୁଧୁରିବ। ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ସିଂହ ରାଶି -ଅଟକିଥିବା କାର୍ଯ୍ୟରେ ଆଗକୁ ବଢ଼ିବ । ବହୁ ଶୁଭ ଫଳ ମିଳିବ । ସରକାରୀ ସ୍ତରରେ ସମ୍ମାନୀତ ହୋଇପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ହଠାତ ଅର୍ଥ ମିଳିପାରେ । ଆତ୍ମବିଶ୍ୱାସରେ ହ୍ରାସ ଘଟିବ । ଆତ୍ମନିର୍ଭରଶୀଳ ହୁଅନ୍ତୁ । ଅତ୍ୟଧିକ କ୍ରୋଧ ରୁ ଦୂରେଇ ରୁହନ୍ତୁ ।

କନ୍ୟା ରାଶି -ନିରାଶ ଏବଂ ଅସନ୍ତୋଷ ମନରେ ରହିବ । ମନ ଅସ୍ଥିର ରହିବ । ପରିବାରରେ ଅନାବଶ୍ୟକ ଯୁକ୍ତିରୁ ଦୂରେଇ ରୁହନ୍ତୁ । ବ୍ୟବସାୟରେ ଲାଭ ପାଇଁ ସୁଯୋଗ ମିଳିପାରିବ । ଅର୍ଥଲାଭ ସୁଯୋଗ ଅଛି ।

ବିଛା ରାଶି -ନୂତନ ଗୃହର କାର୍ଯ୍ୟ ଆରମ୍ଭ କରିପାରନ୍ତି । ଚନ୍ଦ୍ରଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଭାଗ୍ୟରେ ପରିବର୍ତନ ଘଟିପାରେ । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଶିକ୍ଷାଗତ କାର୍ଯ୍ୟରେ ସଫଳତା ମିଳିବ । ସମ୍ମାନ ମିଳିବ । ଟଙ୍କା ମିଳିବାର ସମ୍ଭାବନା ରହିଛି ।

ମକର ରାଶି -ମନ ଅସ୍ଥିର ରହିବ । ଅତ୍ୟଧିକ କ୍ରୋଧରୁ ଦୂରେଇ ରୁହନ୍ତୁ । ଚାକିରିରେ ଅଧିକାରୀଙ୍କ ସହଯୋଗ ପାଇବେ । ପରିବାରଠାରୁ ଦୂରରେ ରହିବାକୁ ପଡିପାରେ । ଆପଣଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଶିକ୍ଷାଗତ କାର୍ଯ୍ୟରେ ସଫଳ ହେବେ । ନୂତନ ଜମି କିଣିବାର ସୁଯୋଗ ମିଳିବ । ବ୍ୟୟ ପରିମାଣ ବୃଦ୍ଧି ହେବ ।

କୁମ୍ଭ ରାଶି -କୌଣସି ନୂତନ ଯୋଜନା ଉପରେ କାର୍ଯ୍ୟ କରିବା ପୂର୍ବରୁ ଭଲ ଭାବରେ ବିଚାର କରି ନିଅନ୍ତୁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁଙ୍କ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି ।

ମୀନ ରାଶି -କାର୍ଯ୍ୟ ଦୃଷ୍ଟିକୋଣରୁ ଆଜି ଆପଣଙ୍କ କୌଣସି ଶୁଭ ଖବର ମିଳିପାରେ । ବ୍ୟବସାୟୀ ଆଜି ଦୁଇଗୁଣ ଲାଭ ପାଇପାରିବେ । ଯଦି ଆପଣ ସରକାରୀ ଚାକିରୀ ପାଇଁ ଚେଷ୍ଟା କରୁଛନ୍ତି ତେବେ ଖୁବ ଶୀଘ୍ର ସଫଳତା ପାଇପାରନ୍ତି । ଆର୍ଥିକ ପରିସ୍ଥିତି ଭଲ ରହିବ ।

Leave a Reply

Your email address will not be published. Required fields are marked *