ଆଜିର ରାଶିଫଳ 2023 ଅକ୍ଟୋବର 15 ରବିବାର ,କେମିତି କଟିବ ଆଜିର ଦିନ

ମେଷ ରାଶି -ବ୍ୟବସାୟରେ ଲାଭ ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି । ପୂଜାର୍ଚ୍ଚନାରେ ଅଧିକ ସମୟ ଅତିବାହିତ କରିବେ । ଦୂରଯାତ୍ରା କରିବାର ସୁଯୋଗ ରହିଛି । ଆର୍ଥିକ ସ୍ଥିତି ଭଲ ରହିବ ।

ବୃଷ ରାଶି -ମାତା-ପିତାଙ୍କ ସହିତ ସମୟ ବିତାନ୍ତୁ । ବାକି ଦେଇଥିବା ଅର୍ଥ ଫେରିପାଇବେ । ବ୍ୟବସାୟରେ ଲାଭ ପାଇବେ । ରାଜନୀତି କରୁଥିବା ବ୍ୟକ୍ତି ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । କୌଣସି କାରଣରୁ ମନ ଅଶାନ୍ତ ରହିବ ।

ମିଥୁନ ରାଶି -ଆର୍ଥିକ ଅବସ୍ଥା ସୁଧୁରିବ। ନିଜ ଲୋକଙ୍କ ସହିତ କୌଣସି ବିବାଦ କରନ୍ତୁ ନାହିଁ । ଏଥିନେଇ ମାନସିକ ଅଶାନ୍ତି ଦେଖାଦେଇ ପାରେ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାରୁ ମନ ଭଲ ରହିବ ନାହିଁ । ବ୍ୟବସାୟୀ ମାନେ ଲାଭବାନ ହେବେ ।

କର୍କଟ ରାଶି -ଆଜି ଏହି ରାଶିର କିଛି ବେରୋଜଗାର ଲୋକମାନଙ୍କ ପାଇଁ ଶୁଭ ଦିନଟିଏ । କାରଣ ଆଜି ସେମାନଙ୍କୁ ଚାକିରି ମିଳିପାରେ ଯାହାଦ୍ୱାରା ସେମାନଙ୍କର ଆର୍ଥିକ ଅବସ୍ଥା ସୁଧୁରିବ। ଛାତ୍ରଛାତ୍ରୀ ମାନେ ପାଠପଢାରେ ଉନ୍ନତି କରିବେ । ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ସିଂହ ରାଶି -କର୍ମକ୍ଷେତ୍ରରେ ସଫଳତା ପାଇବା ସହ ବନ୍ଧୁଙ୍କ ସହଯୋଗ ପାଇବେ । ବ୍ୟବସାୟରେ ଉନ୍ନତି ହେବା ସହ ଆକସ୍ମିକ ଧନ ଲାଭ ହେବାର ସମ୍ଭାବନା ରହିଛି । ଆଜି ଅଜଥା ବିବାଦରେ ପାଦ ଦିଅନ୍ତୁ ନାହିଁ । ଅସୁବିଧାରେ ପଡିପାରନ୍ତି

କନ୍ୟା ରାଶି -କୌଣସି ପ୍ରସଙ୍ଗକୁ ନେଇ ପାରିବାରିକ ସମସ୍ୟା ଦେଖାଦେଇପାରେ । ବାଧାବିଘନ୍ନ ଓ ସମସ୍ୟା ଲଗି ରହିବ । ନକାରାତ୍ମକ ଚିନ୍ତା ମନକୁ ଆସିବ ।

ତୁଳା ରାଶି -ବ୍ୟବସାୟୀମାନେ ସେମାନଙ୍କର ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ଯୋଜନା କରୁଛନ୍ତି, ତେବେ ଆଜି ଆରମ୍ଭ କରି ପାରିବେ । ପାରିବାରିକ ଜୀବନ ସୁଖଦ ରହିବ । ପିତାମାତାଙ୍କ ସମର୍ଥନ ପାଇବେ । ଭାଇଭଉଣୀଙ୍କ ସହିତ ସମ୍ପର୍କ ମଜବୁତ ହେବ ।

ଧନୁ ରାଶି -ପରିବାର ସହିତ ସମୟ ବିତାନ୍ତୁ । ଅଫିସରେ ସହକର୍ମୀଙ୍କ ସହିତ ଆପଣଙ୍କର ମତଭେଦ ହୋଇପାରେ । କ୍ରୋଧ ଏବଂ ଅହଂକାରଭାବ ମନରେ ରଖନ୍ତୁ ନାହିଁ

ମକର ରାଶି -ସାଙ୍ଗ ସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖଶାନ୍ତି ବର୍ଦ୍ଧିତ ହେବ । ଅଫିସରେ କାର୍ଯ୍ୟଭାର ଅଧିକ ହେବାର ସମ୍ଭାବନା ଅଛି । ଜୀବନରେ ସୁଖ ଏବଂ ଶାନ୍ତି ରହିବ ।

କୁମ୍ଭ ରାଶି -ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ । ଆଜି ବ୍ୟବସାୟୀମାନେ ଲାଭରେ ରହିବେ । ନୂତନ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।

ମୀନ ରାଶି -ନିଜ ଅଭ୍ୟାସକୁ ପରିବର୍ତ୍ତନ କରନ୍ତୁ । ଆଜି ବ୍ୟବସାୟୀମାନେ ଲାଭରେ ରହିବେ । ନୂତନ ଘର, ସମ୍ପତ୍ତି ଇତ୍ୟାଦି କିଣିବାକୁ ଚିନ୍ତା କରିପାରନ୍ତି । ପାରିବାରିକ ସ୍ଥିତି ସ୍ୱାଭାବିକ ରହିବ । ସ୍ୱାସ୍ଥ୍ୟ ଭଲ ରହିବ । ଦେଇଥିବା ଟଙ୍କା ଫେରି ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ମିଳନ ହୋଇପାରେ ।

Leave a Reply

Your email address will not be published. Required fields are marked *