ଆଜିର ରାଶିଫଳ ଡିସେମ୍ବର 17 ରବିବାର 2023 ,କେମିତି କଟିବ ଆଜିର ଦିନ

ମେଷ ରାଶି -ଆଜି କିଛି ନୂଆ କାର୍ଯ୍ୟର ଶୁଭାରମ୍ଭ କରି ପାରନ୍ତି । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ମାନସିକ ଏବଂ ଶାରୀରିକ ଜୀବନ ସୁଖପ୍ରଦ ହେବ । ପରିବାର ସହ ଉତ୍ତମ ସମୟ ବିତାଇବେ । ମହିଳଆମାନେ ଧୈର୍ଯ୍ୟ ଏବଂ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କରିବେ । କୌଣସି କଥାକୁ ନେଇ ଚିନ୍ତାରେ ରହି

ବୃଷ ରାଶି -ଆଜି ଆପଣ କମ୍ ପରିଶ୍ରମରେ ଅଧିକ ଏବଂ ଭଲ ପାଇପାରନ୍ତି । ଧନ ଲାଭର ଯୋଗ ରହିଛି । କୋର୍ଟରେ ବିଚାଧିନ ଥିବା ମାମଲାରେ ଜୟଯୁକ୍ତ ହେବେ । ପାରିବାରିକ ସୁଖ ଶାନ୍ତି ରହିବ । ବ୍ୟବସାୟୀ ମାନେ ନୂଆ କାର୍ଯ୍ୟର ଆରମ୍ଭ କରିପାରନ୍ତି ।

ମିଥୁନ ରାଶି -ଆଜି ନିଜ ସନ୍ତାନଙ୍କୁ ନେଇ ଚିନ୍ତାରେ ରହିପାରନ୍ତି । ସମସ୍ୟା ବଢିପାରେ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ବାଣିଜ୍ୟ-ବ୍ୟବସାୟ ପାଇଁ ଦିନଟି ଅନୁକୂଳ । ବିଦ୍ୟାର୍ଥିମାନେ ପାଠପଢାରେ କୃତକାର୍ଯ୍ୟ ହେବେ ।

କର୍କଟ ରାଶି -ଛାତ୍ରଛାତ୍ରୀଙ୍କୁ କ୍ରିଡା କ୍ଷେତ୍ରରେ ସଫଳତା ମିଳିବ । ଉଚ୍ଚ ସମ୍ମାନ ପାଇବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିତ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ ।

ସିଂହ ରାଶି -ରାଜନୀତି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କୁ ମାନ ସମାନ ମିଳିବ । ପଡୋଶୀଙ୍କ ସହ ବିବାଦ ସୃଷ୍ଟି ହୋଇପାରେ । ଯାତ୍ରା କରିବା ସମୟରେ ସତର୍କ ରୁହନ୍ତୁ । ଆର୍ଥିକ ସ୍ଥିତି ସୁଧୁରିବ । ମନ ଭଲ ରହିବ । ବ୍ୟବସାୟରେ ଲାଭ ମିଳିବ ।

କନ୍ୟା ରାଶି -କୌଣସି ପ୍ରସଙ୍ଗକୁ ନେଇ ପାରିବାରିକ ସମସ୍ୟା ଦେଖାଦେଇପାରେ । ବାଧାବିଘନ୍ନ ଓ ସମସ୍ୟା ଲଗି ରହିବ । ନକାରାତ୍ମକ ଚିନ୍ତା ମନକୁ ଆସିବ ।

ତୁଳା ରାଶି -ଆଜି କୌଣସି କାରଣ ପାଇଁ ଅପମାନିତ ହୋଇପାରନ୍ତି । ନିଜ ମତ ଦେବା ପୂର୍ବରୁ ଥରେ ଚିନ୍ତା କରନ୍ତୁ । କର୍ମକ୍ଷେତ୍ରରେ କୌଣସି କଥାକୁ ନେଇ ଚିନ୍ତାରେ ରହିପାରନ୍ତି । ସନ୍ତାନଙ୍କ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ ।

ବିଛା ରାଶି -ଆଜି ଆଶାଠୁ ଅଧିକ ସଫଳତା ମିଳିବ । ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ତମ ଦିନଟିଏ । କିଛି ନୂଆ କାର୍ଯ୍ୟର ଆରମ୍ଭ କରିପାରନ୍ତି । ଦିନଟି ଭଲରେ ବିତିବ । ନୂଆ ଚାକିରୀର ପ୍ରସ୍ତାବ ଆସି ପାରେ ।

ଧନୁ ରାଶି -ଆଜି ଆପଣଙ୍କ ଆୟରେ ବୃଦ୍ଧି ହେବ । ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଥିବା ଲୋକଙ୍କର ମଧ୍ୟ ଆୟ ଉତ୍ତମ ରହିବ ।

ମକର ରାଶି -ଦୂରଯାତ୍ରା କରିପାରନ୍ତି । ମନ ଭଲ ରହିବ । ପ୍ରିୟ ଲୋକଙ୍କ ସହ ଦେଖା ହୋଇପାରେ । ପରିବାର ସହ ସମୟ ବିତାଇବେ । କାର୍ଯ୍ୟରେ ବ୍ୟସ୍ତ ରହିବେ । ବନ୍ଧୁଙ୍କ ସହଯୋଗ ମିଳିବ ।

କୁମ୍ଭ ରାଶି -କିଛି ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇ ପାରେ । ପାରିବାରିକ ଜୀବନ ସୁଖମୟ ହେବ । ଦୁର୍ଘଟଣା ଘଟିପାରେ ସତର୍କ ରୁହନ୍ତୁ । କିଛି କଥାକୁ ନେି ଚିନ୍ତାରେ ରହିବେ । ପୂଜାପାଠରେ ସମୟ ବିତିବ ।

ମୀନ ରାଶି -ଆଜି କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ବାଦବିଦାର ସମ୍ମୁଖୀନ ହୋଇପାରନ୍ତି । ପରିବାରରେ ସମସ୍ତଙ୍କ ପ୍ରିୟ ହେବେ । ଶତ୍ରୁ କୌଣସି କ୍ଷତି କରିପାରିବେ ନାହିଁ । ସାବଧାନ ରୁହନ୍ତୁ ।

Leave a Reply

Your email address will not be published. Required fields are marked *